(ବ୍ୟୁରୋ) : ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଲାଞ୍ଚ ନେଲାବେଳେ ଧରାପଡିଲେ ଆରଆଇ ଓ ପିଅନ । ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ନେଇ ସୂଚନା । ତେବେ ଏଭଳି ଘଟଣା ଦେଖଥିବାକୁ ମିଳିଛି କୋରାପୁଟ ଜିଲ୍ଲା ଲମତାପୁଟ ଗାଁରେ । ଭିଜିଲାନ୍ସ ସୂଚନା ଅନୁସାରେ ଉକ୍ତ ଜମି ଚିହ୍ନଟ ପାଇଁ ଲାଞ୍ଚ ନେବା ବେଳେ ଲମତାପୁଟ ଆରଆଇଙ୍କୁ ଘଟଣା ସ୍ଥଳରେ ଧରିଥିଲା ଭିଜିଲାନ୍ସ l
ମାଲେଙ୍ଗା ଗ୍ରାମର ହରି ନାୟକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଲମତାପୁଟ ଆରଆଇ ବିଜୟ କୁମାର ବାଗ୍ । ଅଭିଯୋଗ ପରେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଉଭୟ ଆରଆଇ ଓ ପିଅନ l ଏହି ମାମଲାରେ ପିଅନ ରହିତ ପାଢ଼ୀଙ୍କୁ ଅଟକ ରଖି ପଚାର ଉଚାର ପରେ ଗିରଫ କରିଥିଲା ଭିଜିଲାନ୍ସ ।
ରାଜ୍ୟ ପୋଲିସ ମୁଖ୍ୟାଳୟ ଓଡ଼ିଶା ପୋଲିସର ସଫଳତା: ଜାନୁୟାରୀରୁ ଜୁନ 2026 ମଧ୍ୟରେ ୧୭,୫୯୦ ନିଖୋଜ ମହିଳା ଓ ଶିଶୁ ଉଦ୍ଧାର ପରିବାରଠାରୁ ବିଚ୍ଛିନ୍ନ ହୋଇଯାଇଥିବା ନିଖୋଜ ମହିଳା ଓ ଶିଶୁମାନଙ୍କୁ ସୁ....
ଅନୁଗୋଳ : ଜରପଡା ଥାନା ଅନ୍ତର୍ଗତ ଉଗି ଗାଁ ଦେହୁରୀ ସାହି ସ୍କୁଲ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଟୋ ଧକ୍କାରେ ୩ ଅଙ୍ଗନଓ୍ବାଡି ଛାତ୍ରଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ....
ଅସ୍ତରଙ୍ଗ:(ଆଦିତ୍ୟ ବିଶ୍ୱାଳ ) ସାନ-ସିରେଇ ଗାଁ ରେ ଅଭାବନୀୟ ଘଟଣା|ଭଣ୍ଡା ଗଛ ମୂଳରୁ ମିଳିଲା ଯୁବକଙ୍କ ମୃତ ଦେହ |ଉଦୟପୁର ଗାଁ ରଅବିବାହିତ ଯୁବକ ବୁଧେଶ୍ୱର ପ୍ରଧାନ ଙ୍କ (30)ସନ୍ଦେହଜନକ ମୃତ୍ୟୁ ଅସ୍ତରଙ୍ଗର....
ଭୁବନେଶ୍ବର,୧୩!୨: ଆପଣମାନେ ଅବଗତ ଥିବେ ଯେ, ଜାନୁଆରୀ ୬ ତାରିଖରେ ଯାଜପୁର ଜିଲ୍ଲାର ବରୀ ଅଭିମନ୍ୟୁ ସାମନ୍ତସିଂହାର ଡିଗ୍ରୀ ମହାବିଦ୍ୟାଳୟରେ ଏକ ଅତ୍ୟନ୍ତ ଲଜ୍ଜ୍ୟକର ଓ ଅଭାବନୀୟ ଘଟଣା ଘଟିଥିଲା। ....
Join our newsletter and get updates in your inbox. We won't spam you and we respect your privacy.