ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ  #  

ସ୍ୱାବଲମ୍ବୀ ହେଉଛନ୍ତି ମହିଳା କାରିଗର -ସବାଇ ଓ ଡୋକ୍ରା ରାଖୀର ବଢ଼ୁଛି ଚାହିଦା  #  

ମନ୍ଦିରରେ ବାହାଘର ପରେ ପ୍ରତାରଣା ଟଙ୍କା-ସୁନା ଲୁଟି ସର୍ଭିସ୍ ବନ୍ଧୁକରେ ଧମକ  #  

ଓଡ଼ିଶାବାସୀଙ୍କୁୂ ବିଭ୍ରାନ୍ତ କରିବାକୁ କଂଗ୍ରେସ ଓ ବିଜେଡି ମିଳିମିଶି ନାଟକ କରୁଛନ୍ତି : ବିରଂଚି ନାରାୟଣ ତ୍ରିପାଠୀ  #  

ସମୟ ସହିତ ହିନ୍ଦୀ ବିକଶିତ ହେବା ସହ ଯୁବ ପିଢ଼ିଙ୍କ ସହିତ ଯୋଡ଼ି ହେବା ଉଚିତ: ରାଜ୍ୟପାଳ  #  

ସୁଭଦ୍ରାର ୫ମ କିସ୍ତି ପ୍ରଦାନ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ  #  

ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ରାଜ୍ୟରେ ବଢ଼ିବ ଗୁଣାତ୍ମକ ଶିକ୍ଷାର ମାନ-ନିଯୁକ୍ତି ପାଇବେ ୩୭୧୪ ଟିଜିଟି, ୪୫୨ ପିଇଟି

ଭୁବନେଶ୍ୱର: ରାଜ୍ୟର ୩୦ ଜିଲ୍ଲାର ୩୭୧୪ ଟିଜିଟି (ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ) ଏବଂ ୪୫୨ ପିଇଟି (ଶାରୀରିକ ଶିକ୍ଷା ଶିକ୍ଷକ)ଙ୍କୁ ଆଜି ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ। ଏହାସହ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମରେ ହେବାକୁ ଥିବା ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରି ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକମାନଙ୍କୁ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ମାର୍ଗଦର୍ଶନ କରାଇବେ। ଏହି ଶିବିରରେ ନିଯୁକ୍ତି ପାଇବାକୁ ଥିବା ସମସ୍ତ ଶିକ୍ଷକ ଯୋଗଦେବାର ଆୟୋଜନ କରାଯାଇଛି ।

                    ରାଜ୍ୟ ସରକାର ରାଜ୍ୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷାଦାନ କରିବାକୁ ପ୍ରତିଶ୍ରୁତିବଦ୍ଧ ଥିବାବେଳେ ପର୍ଯ୍ୟାୟକ୍ରମେ ଉଚ୍ଚ ବିଦ୍ୟାଳୟଗୁଡ଼ିକର ରୂପାନ୍ତରୀକରଣ ହୋଇଛି। ବର୍ତ୍ତମାନ ଶିକ୍ଷାଦାନ ଶୈଳୀରେ ପରିବର୍ତ୍ତନ ସହ ଶିକ୍ଷକ ନିଯୁକ୍ତି ଉପରେ ସରକାରଙ୍କ ପ୍ରାଥମିକତା ରହିଛି। କ୍ରୀଡ଼ା ଭିତ୍ତିଭୂମିର ଉନ୍ନତୀକରଣ ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି  ଉପରେ ମଧ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଶାରୀରିକ ଶିକ୍ଷା ଶିକ୍ଷକଙ୍କ ନିଯୁକ୍ତି ଦ୍ୱାରା ଛାତ୍ରଛାତ୍ରୀମାନେ ସ୍ୱାସ୍ଥ୍ୟ ସଚେତନ ହେବାସହ ସେମାନଙ୍କ ମଧ୍ୟରେ କ୍ରୀଡ଼ା ଦକ୍ଷତା ବୃଦ୍ଧି ପାଇବ। ପୁନଶ୍ଚ  ଶିକ୍ଷକ ନିଯୁକ୍ତି ଦ୍ୱାରା ରାଜ୍ୟର ଶୈକ୍ଷିକ ଭିତ୍ତିଭୂମି ପୂର୍ବପେକ୍ଷା ଅଧିକ ବିକଶିତ ହେବ। ଓଡ଼ିଶା କର୍ମଚାରୀ ମନୋନୟନ ଆୟୋଗ ପକ୍ଷରୁ ସିବିଟି ମାଧ୍ୟମରେ ପରୀକ୍ଷା କରାଯାଇ ଶିକ୍ଷକମାନଙ୍କୁ ଚୟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ପ୍ରଶାସନିକ ଢାଞ୍ଚା, ନିୟମାବଳୀ ମାଧ୍ୟମିକ ବିଦ୍ୟାଳୟ ଗୁଡ଼ିକରେ ସମଗ୍ର ଶିକ୍ଷା ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଦିଗଦର୍ଶନ ଦିଆଯିବ । ୫- ଟି ସ୍କୁଲ ସମେତ ରାଜ୍ୟ ସରକାର ହାତକୁ ନେଇଥିବା ଗୁଣାତ୍ମକ ଶିକ୍ଷାଦାନ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ପର୍କରେ ସୂଚନା ଦିଆଯିବ।

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…

ଆଗରକରଙ୍କ ନେତୃତ୍ୱାଧୀନ ଅଖିଳ ଭାରତୀୟ ସିନିୟର ପୁରୁଷ ଚୟନ କମିଟି ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦଳ ଘୋଷଣା କରିଛି। ଘରୋଇରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ସମାପ୍ତ ହେବା ପ....

୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଜାତୀୟ ଦଳର ସହ ପ୍ରଶିକ୍ଷକ ହେଲେ ଶ୍ରଦ୍ଧାଞ୍ଜଳି ସାମନ୍ତରାୟ

ଭାରତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କୁ ଜାତୀୟ ମହିଳା ଫୁଟବଲର ଆଉ ଏକ ଗୁରୁଦାୟିତ୍ବ ମିଳିଛି। ଶ୍ରଦ୍ଧାଞ୍ଜଳି ଭାରତୀୟ ୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର à....

ସୁରେନ୍ଦ୍ର ନାଥ ବିଦ୍ୟାପୀଠ ର୨୪ତମ ବାର୍ଷିକ କ୍ରୀଡା

  ଅସ୍ତରଙ୍ଗ,ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଧିନ ସୁରେନ୍ଦ୍ର ନାଥ ବିଦ୍ୟାପୀଠ ସୁନ୍ଦର ର ୨୪ ତମ କ୍ରୀଡା  ଉତ୍ସବ, ଯଥା ମଙ୍ଗଳ ବାର ଓ  ବୁଧବାର   ଦୁଇଦିନ ଧରି ଅନୁଷ୍ଠିତ ହୋଇ ଯାଇ ଅଛି । ଏହି  ଦିବ....

ରାଜ୍ୟରେ ବଢ଼ିବ ଗୁଣାତ୍ମକ ଶିକ୍ଷାର ମାନ-ନିଯୁକ୍ତି ପାଇବେ ୩୭୧୪ ଟିଜିଟି, ୪୫୨ ପିଇଟି

ଭୁବନେଶ୍ୱର: ରାଜ୍ୟର ୩୦ ଜିଲ୍ଲାର ୩୭୧୪ ଟିଜିଟି (ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ) ଏବଂ ୪୫୨ ପିଇଟି (ଶାରୀରିକ ଶିକ୍ଷା ଶିକ୍ଷକ)ଙ୍କୁ ଆଜି ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବà....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.