ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ  #  

ସ୍ୱାବଲମ୍ବୀ ହେଉଛନ୍ତି ମହିଳା କାରିଗର -ସବାଇ ଓ ଡୋକ୍ରା ରାଖୀର ବଢ଼ୁଛି ଚାହିଦା  #  

ମନ୍ଦିରରେ ବାହାଘର ପରେ ପ୍ରତାରଣା ଟଙ୍କା-ସୁନା ଲୁଟି ସର୍ଭିସ୍ ବନ୍ଧୁକରେ ଧମକ  #  

ଓଡ଼ିଶାବାସୀଙ୍କୁୂ ବିଭ୍ରାନ୍ତ କରିବାକୁ କଂଗ୍ରେସ ଓ ବିଜେଡି ମିଳିମିଶି ନାଟକ କରୁଛନ୍ତି : ବିରଂଚି ନାରାୟଣ ତ୍ରିପାଠୀ  #  

ସମୟ ସହିତ ହିନ୍ଦୀ ବିକଶିତ ହେବା ସହ ଯୁବ ପିଢ଼ିଙ୍କ ସହିତ ଯୋଡ଼ି ହେବା ଉଚିତ: ରାଜ୍ୟପାଳ  #  

ସୁଭଦ୍ରାର ୫ମ କିସ୍ତି ପ୍ରଦାନ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ  #  

ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ସୁରେନ୍ଦ୍ର ନାଥ ବିଦ୍ୟାପୀଠ ର୨୪ତମ ବାର୍ଷିକ କ୍ରୀଡା

  ଅସ୍ତରଙ୍ଗ,ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଧିନ ସୁରେନ୍ଦ୍ର ନାଥ ବିଦ୍ୟାପୀଠ ସୁନ୍ଦର ର ୨୪ ତମ କ୍ରୀଡା  ଉତ୍ସବ, ଯଥା ମଙ୍ଗଳ ବାର ଓ  ବୁଧବାର   ଦୁଇଦିନ ଧରି ଅନୁଷ୍ଠିତ ହୋଇ ଯାଇ ଅଛି । ଏହି  ଦିବସର ପ୍ରଥମ ଦିନରେ ପାଟଳଦା ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀଯୁକ୍ତ ଯଶୋବନ୍ତ ନାୟକ,ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଉତ୍ସବ କୁ ଉଦ୍ଘାଟନ କରିଥିଲେ ।  ଏଥିରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ପ୍ରକାଶ କୁମାର ବେହେରା, ବିଚିତ୍ରାନନ୍ଦ ବିଶ୍ଵାଳ, କ୍ରୀଡା ଶିକ୍ଷକ ପୀତବାସ ବାରିକ, ଧୀରେନ୍ଦ୍ର ପ୍ରଧାନ, ପ୍ରକାଶ କୁମାର ଭୋଳ, ଧନଞ୍ଜୟ ସ୍ୱାଇଁ, ବିକାଶ ବେହୁରା, ଲିଙ୍ଗରାଜ ପରିଡ଼ା, ଦମୟନ୍ତୀ ଦେଈ, ପ୍ରିୟଦର୍ଶିନୀ ସେନାପତି,ଅର୍ଚ୍ଚନା ସେଠୀ,ସ୍ୱାଗତିକା ଦାସ, ଟୁନିଲତ ମହାନ୍ତି ଅଜୟ କୁମାର ସାହୁ,ରବୀନ୍ଦ୍ର ସ୍ବାଇଁ ଓ ବିଦ୍ୟାଳୟ ର ପୂର୍ବତନ ସମ୍ପାଦକ ପ୍ରଫୁଲ୍ଲ ନାୟକ ଉପସ୍ଥିତ ଥିଲେ । ଏହି କ୍ରୀଡା ଉତ୍ସବ ରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୟୋ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥିମାନେ  ପୁରସ୍କାର ବିତରଣ କରି ଥିବାର ଦେଖାାଇଥିଲା । 

ସେହିପରି ଏହି ବ୍ଲକ ଅଧିନ ଜନତା ହାଇ ସ୍କୁଲ ବଂତିଲୋ ଠାରେ,ଦୁଇଦିନ ଧରି ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇ ଯାଇ ଅଛି । ଏହି କାର୍ଯ୍ୟକ୍ରମ କୁ ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ପରିଡ଼ା,ଓ ଶିକ୍ଷକ ଲକ୍ଷ୍ମୀନ୍ଧର ବେହେରା, ଚିତ୍ତରଞ୍ଜନ ବିଶ୍ଵାଳ ପରିଚାଳନା କର୍ଥିଲେ । ଅତିଥିଭାବେ ଅସ୍ତରଙ୍ଗ ତହସିଲଦାର ପ୍ରିୟଙ୍କାପ୍ରିୟଦର୍ଶିନୀ ପତି,ଅତିରିକ୍ତ ତହସିଲଦାର ପ୍ରଭୁ ପ୍ରସାଦ ପଣ୍ଡା,ପ୍ରମୁଖ ଅତିଥି ଭାବେ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରି ଥିଲେ ।

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…

ଆଗରକରଙ୍କ ନେତୃତ୍ୱାଧୀନ ଅଖିଳ ଭାରତୀୟ ସିନିୟର ପୁରୁଷ ଚୟନ କମିଟି ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦଳ ଘୋଷଣା କରିଛି। ଘରୋଇରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ସମାପ୍ତ ହେବା ପ....

୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଜାତୀୟ ଦଳର ସହ ପ୍ରଶିକ୍ଷକ ହେଲେ ଶ୍ରଦ୍ଧାଞ୍ଜଳି ସାମନ୍ତରାୟ

ଭାରତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କୁ ଜାତୀୟ ମହିଳା ଫୁଟବଲର ଆଉ ଏକ ଗୁରୁଦାୟିତ୍ବ ମିଳିଛି। ଶ୍ରଦ୍ଧାଞ୍ଜଳି ଭାରତୀୟ ୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର à....

ସୁରେନ୍ଦ୍ର ନାଥ ବିଦ୍ୟାପୀଠ ର୨୪ତମ ବାର୍ଷିକ କ୍ରୀଡା

  ଅସ୍ତରଙ୍ଗ,ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଧିନ ସୁରେନ୍ଦ୍ର ନାଥ ବିଦ୍ୟାପୀଠ ସୁନ୍ଦର ର ୨୪ ତମ କ୍ରୀଡା  ଉତ୍ସବ, ଯଥା ମଙ୍ଗଳ ବାର ଓ  ବୁଧବାର   ଦୁଇଦିନ ଧରି ଅନୁଷ୍ଠିତ ହୋଇ ଯାଇ ଅଛି । ଏହି  ଦିବ....

ରାଜ୍ୟରେ ବଢ଼ିବ ଗୁଣାତ୍ମକ ଶିକ୍ଷାର ମାନ-ନିଯୁକ୍ତି ପାଇବେ ୩୭୧୪ ଟିଜିଟି, ୪୫୨ ପିଇଟି

ଭୁବନେଶ୍ୱର: ରାଜ୍ୟର ୩୦ ଜିଲ୍ଲାର ୩୭୧୪ ଟିଜିଟି (ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ) ଏବଂ ୪୫୨ ପିଇଟି (ଶାରୀରିକ ଶିକ୍ଷା ଶିକ୍ଷକ)ଙ୍କୁ ଆଜି ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବà....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.