ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ  #  

ସ୍ୱାବଲମ୍ବୀ ହେଉଛନ୍ତି ମହିଳା କାରିଗର -ସବାଇ ଓ ଡୋକ୍ରା ରାଖୀର ବଢ଼ୁଛି ଚାହିଦା  #  

ମନ୍ଦିରରେ ବାହାଘର ପରେ ପ୍ରତାରଣା ଟଙ୍କା-ସୁନା ଲୁଟି ସର୍ଭିସ୍ ବନ୍ଧୁକରେ ଧମକ  #  

ଓଡ଼ିଶାବାସୀଙ୍କୁୂ ବିଭ୍ରାନ୍ତ କରିବାକୁ କଂଗ୍ରେସ ଓ ବିଜେଡି ମିଳିମିଶି ନାଟକ କରୁଛନ୍ତି : ବିରଂଚି ନାରାୟଣ ତ୍ରିପାଠୀ  #  

ସମୟ ସହିତ ହିନ୍ଦୀ ବିକଶିତ ହେବା ସହ ଯୁବ ପିଢ଼ିଙ୍କ ସହିତ ଯୋଡ଼ି ହେବା ଉଚିତ: ରାଜ୍ୟପାଳ  #  

ସୁଭଦ୍ରାର ୫ମ କିସ୍ତି ପ୍ରଦାନ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ  #  

ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଜାତୀୟ ଦଳର ସହ ପ୍ରଶିକ୍ଷକ ହେଲେ ଶ୍ରଦ୍ଧାଞ୍ଜଳି ସାମନ୍ତରାୟ

ଭାରତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କୁ ଜାତୀୟ ମହିଳା ଫୁଟବଲର ଆଉ ଏକ ଗୁରୁଦାୟିତ୍ବ ମିଳିଛି। ଶ୍ରଦ୍ଧାଞ୍ଜଳି ଭାରତୀୟ ୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର ସହ ପ୍ରଶିକ୍ଷକ ନିଯୁକ୍ତ ହୋଇଛନ୍ତି। ଏଆଇଏଫଏଫ ପକ୍ଷରୁ ଗୋଆରେ ଚଳିତ ଡିସେମ୍ବର ୨୬ରୁ ଆୟୋଜିତ ହେବାକୁ ଥିବା ଭାରତୀୟ ୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର ଶିବିରରେ ଶ୍ରଦ୍ଧାଞ୍ଜଳି ସହ ପ୍ରଶିକ୍ଷକ ଦାୟିତ୍ବ ତୁଲାଇବେ। ଶ୍ରଦ୍ଧାଞ୍ଜଳି ଗତ ୫ବର୍ଷ ‌େ‌ହବ ଜାତୀୟ ମହିଳା ଫୁଟବଲ ଦଳର ପ୍ରଶିକ୍ଷକ ଓ ସହ ପ୍ରଶିକ୍ଷକ ଦାୟିତ୍ବ ସହ ମନୋନୟନକାରୀ ଦାୟିତ୍ବ ତୁଲାଉଛନ୍ତି। ଗତ ୪ ବର୍ଷ ହେବ ୧୭ ବର୍ଷରୁ କମ୍‌ ଜାତୀୟ ମହିଳା ଫୁଟବଲ ଦଳର ସହ ପ୍ରଶିକ୍ଷକ ଦାୟିତ୍ବ ତୁଲାଉଛନ୍ତି। ଭାରତୀୟ ୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର ସହ ପ୍ରଶିକ୍ଷକ ନିଯୁକ୍ତ ହୋଇଥିବା ଶ୍ରଦ୍ଧାଞ୍ଜଳିଙ୍କୁ ଫୁଟବଲ ଆସୋସିଏସନ ଅଫ୍‌ ଓଡ଼ିଶା (ଫାଓ) ସମ୍ପାଦକ ଆଶୀର୍ବାଦ ବେହେରା ଶୁଭେଚ୍ଛା ଜଣାଇଛନ୍ତି।

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…

ଆଗରକରଙ୍କ ନେତୃତ୍ୱାଧୀନ ଅଖିଳ ଭାରତୀୟ ସିନିୟର ପୁରୁଷ ଚୟନ କମିଟି ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦଳ ଘୋଷଣା କରିଛି। ଘରୋଇରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ସମାପ୍ତ ହେବା ପ....

୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଜାତୀୟ ଦଳର ସହ ପ୍ରଶିକ୍ଷକ ହେଲେ ଶ୍ରଦ୍ଧାଞ୍ଜଳି ସାମନ୍ତରାୟ

ଭାରତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କୁ ଜାତୀୟ ମହିଳା ଫୁଟବଲର ଆଉ ଏକ ଗୁରୁଦାୟିତ୍ବ ମିଳିଛି। ଶ୍ରଦ୍ଧାଞ୍ଜଳି ଭାରତୀୟ ୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର à....

ସୁରେନ୍ଦ୍ର ନାଥ ବିଦ୍ୟାପୀଠ ର୨୪ତମ ବାର୍ଷିକ କ୍ରୀଡା

  ଅସ୍ତରଙ୍ଗ,ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଧିନ ସୁରେନ୍ଦ୍ର ନାଥ ବିଦ୍ୟାପୀଠ ସୁନ୍ଦର ର ୨୪ ତମ କ୍ରୀଡା  ଉତ୍ସବ, ଯଥା ମଙ୍ଗଳ ବାର ଓ  ବୁଧବାର   ଦୁଇଦିନ ଧରି ଅନୁଷ୍ଠିତ ହୋଇ ଯାଇ ଅଛି । ଏହି  ଦିବ....

ରାଜ୍ୟରେ ବଢ଼ିବ ଗୁଣାତ୍ମକ ଶିକ୍ଷାର ମାନ-ନିଯୁକ୍ତି ପାଇବେ ୩୭୧୪ ଟିଜିଟି, ୪୫୨ ପିଇଟି

ଭୁବନେଶ୍ୱର: ରାଜ୍ୟର ୩୦ ଜିଲ୍ଲାର ୩୭୧୪ ଟିଜିଟି (ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ) ଏବଂ ୪୫୨ ପିଇଟି (ଶାରୀରିକ ଶିକ୍ଷା ଶିକ୍ଷକ)ଙ୍କୁ ଆଜି ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବà....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.