ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ  #  

ସ୍ୱାବଲମ୍ବୀ ହେଉଛନ୍ତି ମହିଳା କାରିଗର -ସବାଇ ଓ ଡୋକ୍ରା ରାଖୀର ବଢ଼ୁଛି ଚାହିଦା  #  

ମନ୍ଦିରରେ ବାହାଘର ପରେ ପ୍ରତାରଣା ଟଙ୍କା-ସୁନା ଲୁଟି ସର୍ଭିସ୍ ବନ୍ଧୁକରେ ଧମକ  #  

ଓଡ଼ିଶାବାସୀଙ୍କୁୂ ବିଭ୍ରାନ୍ତ କରିବାକୁ କଂଗ୍ରେସ ଓ ବିଜେଡି ମିଳିମିଶି ନାଟକ କରୁଛନ୍ତି : ବିରଂଚି ନାରାୟଣ ତ୍ରିପାଠୀ  #  

ସମୟ ସହିତ ହିନ୍ଦୀ ବିକଶିତ ହେବା ସହ ଯୁବ ପିଢ଼ିଙ୍କ ସହିତ ଯୋଡ଼ି ହେବା ଉଚିତ: ରାଜ୍ୟପାଳ  #  

ସୁଭଦ୍ରାର ୫ମ କିସ୍ତି ପ୍ରଦାନ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ  #  

ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

*ଅନୁପମ ପଟ୍ଟନାୟକଙ୍କ ବିଗ ବଜେଟ ଚଳଚ୍ଚିତ୍ର "କର୍ମ" ରେ ସୁପରଷ୍ଟାର ଅନୁଭବ ମହାନ୍ତି*

ଭୁବନେଶ୍ୱର :

ଅମୀୟ ପଟ୍ଟନାୟକ ପ୍ରଡ଼କସନ୍ସ ବ୍ୟାନର ତଥା ଅନୁପମ ପଟ୍ଟନାୟକ ଙ୍କ ନିର୍ଦ୍ଦେଶିତ ନୂଆ ଓଡ଼ିଆ ଚଳଚ୍ଚିତ୍ର "କର୍ମ" ର ଶୁଭ ମହୁରତ ସହିତ ସ୍କ୍ରିପ୍ଟ ପୂଜା କାର୍ଯ୍ୟକ୍ରମ ଜ୍ୟୋତି ମୋଟର୍ସ ପାଖ ସଙ୍କଟ ମୋଚନ ବୀର ହନୁମାନ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି l ସୁପରଷ୍ଟାର ଅନୁଭବ ମହାନ୍ତି ଙ୍କୁ ନେଇ ଏକ ବିଗ ବଜେଟ ର ସିନେମା ଆସନ୍ତା ଦୁର୍ଗା ପୂଜାରେ ଓଡ଼ିଆ ଦର୍ଶକଙ୍କୁ ଭେଟି ଦେବା ପାଇଁ ଅନୁପମ ପଟ୍ଟନାୟକ ପ୍ରୟାସ କରିଛନ୍ତି l ପୂର୍ବରୁ ଅନୁପମ ଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ପ୍ରତୀକ୍ଷା ଜାତୀୟ ପୁରସ୍କାର ଲାଭ କରି ଓଡ଼ିଆ ସିନେ ଜଗତ ପାଇଁ ଖୁସି ଆଣିଦେଇଥିଲା, ତାପରେ ତିନି ଜଣ ନାରୀ ଙ୍କ ସଂଘର୍ଷ ର କାହାଣୀକୁ ନେଇ ନିର୍ଦ୍ଦେଶନା ଦେଇଥିବା ଚଳଚ୍ଚିତ୍ର ତ୍ରିକନ୍ୟା ର ବିରାଟ ସଫଳତା, ଆଗକୁ ଚଳଚ୍ଚିତ୍ର *"କର୍ମ"* ଇତିହାସ ସୃଷ୍ଟି କରିବା ନେଇ ଚର୍ଚ୍ଚା ହେଉଛି l 

 

*କର୍ମ* ର ଶୁଭ ମହୁରତ ଏବଂ ସ୍କ୍ରିପ୍ଟ ପୂଜା ଉତ୍ସବରେ ପ୍ରଯୋଜକ ତଥା ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ, କାର୍ଯ୍ୟକାରିଣୀ ପ୍ରଯୋଜିକା ବର୍ଷା ପଟ୍ଟନାୟକ, ଲେଖକ ମାନସ ପଢ଼ିଆରୀ, କ୍ୟାମେରାମ୍ୟାନ ଦୀପକ କୁମାର, ସଙ୍ଗୀତ ନିର୍ଦ୍ଦେଶକ ଆଶୀଷ ପ୍ରଧାନ, ସାଉଣ୍ଡ ଡିଜାଇନର ଶକ୍ତି ସ୍ୱରୂପ ଦ୍ବିବେଦୀ, ସମ୍ପାଦକ ରଶ୍ମି ରଞ୍ଜନ ଦାଶ, ଲାଇନ ପ୍ରଡ୍ୟୁସର ଗୋପାଳ ଚନ୍ଦ୍ର ଘଡ଼ାଇ, କ୍ରି୍ଏଟିଭ ହେଡ଼ ପ୍ରଣୟ ଜେଠୀ ଙ୍କ ସମେତ ମୁଖ୍ୟ ଚରିତ୍ର ଗୁଡିକରେ ଅଭିନୟ କରୁଥିବା ଅଭିନେତା ସନୋଜ, ଚୌଧୁରୀ ଜୟପ୍ରକାଶ ଦାସ, ନିଶାନ୍ତ ମଜିଠିଆ, ମନ୍ମୟ ଦେ, ଉଦିତ ଗୁରୁ, ଅଭିନେତ୍ରୀ ସୂର୍ଯ୍ୟମୟୀ ଏବଂ ଦିବ୍ୟା ଉପସ୍ଥିତ ଥିଲେ l 

ଅମୀୟ ପଟ୍ଟନାୟକ ପ୍ରଡ଼କସନ ବ୍ୟାନରରେ ଦର୍ଶକ ପୂର୍ବରୁ ମମତା ମାଗେ ମୂଲ, ହାକିମ ବାବୁ, ପୁଅ ମୋର କଳାଠାକୁର, ଚକା ଆଖି ସବୁ ଦେଖୁଚି ଏବଂ ରାଜାରାଣୀ ଭଳି ଅନେକ ସୁପରହିଟ ଚଳଚ୍ଚିତ୍ର ଦେଖି ଆସିଛନ୍ତି l ଅନୁପମ ତାଙ୍କ ମାନସ ସନ୍ତାନ ହିସାବରେ ତାଙ୍କରି ନାମ କୁ ଯଥାର୍ଥତା ଦେବା ପାଇଁ ପ୍ରୟାସ ଜାରି ରଖିଛନ୍ତି l ଅନୁପମ ପଟ୍ଟନାୟକ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ ଧାରାରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିଛନ୍ତି l ପ୍ରତୀକ୍ଷା ଜରିଆରେ ଓଡ଼ିଆ ଦର୍ଶକଙ୍କୁ ପ୍ରେକ୍ଷାଳୟ ମୁହାଁ କରାଇପାରିଥିଲେ l 

ତେବେ ଅନୁପମ ଙ୍କ ପ୍ରତୀକ୍ଷା, ତ୍ରିକନ୍ୟା ଠୁ ଅଧିକ ଭଲ ପାଇବା କର୍ମ କୁ ଦେବେ ବୋଲି ଆଶା ରଖିଛନ୍ତି ପ୍ରଯୋଜନା ସଂସ୍ଥା l

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’

ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ରିଲିଜ ହୋଇଛି କାନ୍ତାରା ଚାପ୍ଟର-୧ ଫିଲ୍ମ । ସବୁବେଳେ ସିକ୍ବେଲ୍ ରିଲିଜ୍ ହେଉଥିଲା ବେଳେ ଏହି ସିନେମାରେ ପ୍ରିକ୍ବେଲ୍‌ ପରଦାକୁ ଆସିଛି । ଦଶହରାରେ ସିନେମା ହଲରେ ମୁକ୍ତà¬....

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...

ବିଜୟାଦଶମୀ ଅବସରରେ ଏଥର ରାଜଧାନୀ ଭୁବନେଶ୍ଵରରେ ରାବଣପୋଡ଼ି ଅନୁଷ୍ଠିତ ହେବ । ତେବେ ଚଳିତବର୍ଷ ଭୁବନେଶ୍ଵରର ୭ଟି ସ୍ଥାନରେ ରାବଣପୋଡ଼ି ପାଇଁ ଅନୁମତି ଦିଆଯାଇଥିବା ନେଇ ସୂଚନା ଦେଇଛି କମିଶନରେଟ୍ ପୋà¬....

*ଅନୁପମ ପଟ୍ଟନାୟକଙ୍କ ବିଗ ବଜେଟ ଚଳଚ୍ଚିତ୍ର "କର୍ମ" ରେ ସୁପରଷ୍ଟାର ଅନୁଭବ ମହାନ୍ତି*

ଭୁବନେଶ୍ୱର : ଅମୀୟ ପଟ୍ଟନାୟକ ପ୍ରଡ଼କସନ୍ସ ବ୍ୟାନର ତଥା ଅନୁପମ ପଟ୍ଟନାୟକ ଙ୍କ ନିର୍ଦ୍ଦେଶିତ ନୂଆ ଓଡ଼ିଆ ଚଳଚ୍ଚିତ୍ର "କର୍ମ" ର ଶୁଭ ମହୁରତ ସହିତ ସ୍କ୍ରିପ୍ଟ ପୂଜା କାର୍ଯ୍ୟକ୍ରମ ଜ୍ୟୋତି ମୋଟର୍ସ ପାଖ ସà....

ଶିଶୁ ସୁରକ୍ଷା ୟୁନିଟ୍ ଦ୍ୱାରା ଶିଶୁ ଗୃହ ଅନ୍ତେବାସୀଙ୍କ ପାଇଁ ପାଞ୍ଚଦିନିଆ ଗ୍ରୀଷ୍ମ କାଳୀନ ଶିବିିର ଉଦ୍ଘାଟନ ।

ମାଲକାନଗିରି ତା.୨୮/୦୫ (ସତ୍ୟ ନାରାୟଣ ଦାଶ) ମାଲକାନଗିରି ଜିଲ୍ଲା ସଦର ମହକୁମା ଅନ୍ୱେଷା ଛାତ୍ର ନିବାସ ପରିସରରେ ଆଜି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଶିଶୁ ଗୃହ ଅନ୍ତେବାସୀଙ୍କ ପାଇଁ ପାଞ୍ଚଦିନିଆ....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.