ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଆସନ୍ତାକାଲି ଝାରସୁଗୁଡାରୁ BSNL 4G ସେବାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ  #  

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ।  #  

ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ।  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ

ଅସ୍ତରଙ୍ଗ, ସବୁ ବର୍ଷ ପରି ଚଳିତ ବର୍ଷ ଓଡ଼ିଶାର ଦୀର୍ଘତମ ବେଳାଭୂମି ପୁରି ଜିଲ୍ଲା ଅସ୍ତରଙ୍ଗ ର ପିର ଯାହାନିଆଁ ବେଳାଭୂମି ରେ ସେପ୍ଟେମ୍ବର ମାସ ୨୦ତାରିଖ ଦିନ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ ପାଳିତ ହୋଇ ଜାଇ ଅଛି l ଚଳିତ ମାସ ୨୦ ତାରିଖ ଠାରୁ ୩୦ତାରିଖ ପର୍ଯ୍ୟନ୍ତ ୧୦ ଦିନ ବ୍ୟାପି, ପାଳନ ହେଉ ଥିବା ବେଳାଭୂମି ସଫେଇ ଦିବସ ପାଳନ ଅବ ସରରେ,ଏହି ମହତ କାର୍ଯ୍ୟକ୍ରମ ରେ ବନ ବିଭାଗ, ପର୍ଯ୍ୟଟନ ବିଭାଗ, ବ୍ଲକ ପ୍ରଶାସନ, ବନ ସୁରକ୍ଷା ସମିତି, ଓ ଗଣ ମାଧ୍ୟମ ପ୍ରତିନିଧି, ବେଳାଭୂମି ହାଇ ସ୍କୁଲ ର ଛାତ୍ର ଛାତ୍ରୀ  ଆଦି ଭାଗ ନେଇଥିବା ବେଳେ,ବେଳାଭୂମି ସଫେଇ କାର୍ଯ୍ୟକ୍ରମ ରେ ୧ ହଜାର ପାଖାପାଖି ସ୍ୱଚ୍ଛା ସେବି ଭାଗ ନେଇ ୧୦କିଲୋ ମିଟର ପର୍ଯ୍ୟନ୍ତ ସମୁଦ୍ର ତଟ ର ଅଳିଆ ଆବର୍ଜନା ସଫା କରିଥିଲେ l ଏହା ପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇ ଥିଲା l ଏଥିରେ ଅସ୍ତରଙ୍ଗ ରେଞ୍ଜର ମୋନାଲିସା ମହାପାତ୍ର, ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠି, ସଂସଦ ପ୍ରତିନିଧି ଦିବାକର ଛାଟୋଇ, ବ୍ଲକ ଉପାଧ୍ୟକ୍ଷ ଦୃଜୟ ମିଶ୍ର,ସରପଞ୍ଚ କ୍ଷୀର କାଣ୍ଡି, ଓ ରାମଚନ୍ଦ୍ର କାଣ୍ଡି,ବରିଷ୍ଠ ସାମ୍ବାଦିକ ଦୁଃଶାସହ ନାୟକ, ବେଳାଭୂମି ହାଇ ସ୍କୁଲ ର ପ୍ରଧାନ ଶିକ୍ଷକ ପ୍ରଶାନ୍ତ ସ୍ୱାଇଁ, ଇଉଟେକ ସର୍ଭିସ  ଭୁବନେଶ୍ୱର ର ମୁଖ୍ୟ ରଞ୍ଜନ କୁମାର ସ୍ୱାଇଁ,ପ୍ରମୁଖ ଭାଷଣ ଦେଇ, ସଂଗୃହିତ ଅଳିଆ କୁ ବେଳା ଭୂମିରେ ନ ପକାଇବା, ସାମୁଦ୍ରିକ ଜୀବନ ଉପରେ ପ୍ଲାଷ୍ଟିକ କ୍ଷତି କାରକ ଥିବାରୁ ତାର ପ୍ରଭାବ ଉପରେ ସଚେତନତା ସୃଷ୍ଟି କରିବା, ପ୍ରଦୂଷଣ ଓ ଅପଚୟରୁ ସମୁଦ୍ର କୁ ଦୁରେଇ ରଖିବା,ଜୀବନ ପାଇଁ ସ୍ଵଚ୍ଚ ଓ ସୁସ୍ଥ ସମୁଦ୍ର ଆପଣେଇ ନେବା ସହ ସର୍ବଦା ଜୈବିକ ଖତ ପ୍ରୟୋଗ କରି ସୁସ୍ଥ ଜୀବନ ଶୈଳୀ ଗ୍ରହଣ କରିବା ଆଦି ଉପରେ ଆଲୋକ ପାତ କରିବା ଓ ଜଳ ଯିବ ମାନଙ୍କ ହିତ ଓ ଆସୁଥିବା ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କଲାଭଳି, ଏହି ବେଳାଭୂମି କୁ ସରସ ସୁନ୍ଦର ଭାବେ ଗଢି ତୋଳିବା ପାଇଁ ଆହ୍ୱାନ ଦେଇ ଥିଲେ l ସକାଳ ୭ ଘଟିକା ଠାରୁ ଆରମ୍ଭ ହୋଇ ୧୦ଘଟିକା ପର୍ଯ୍ୟନ୍ତ ଚାଲିଥିବା ଏହି ସଫେଇ କାର୍ଯ୍ୟକ୍ରମ କୁ ପରି ଚାଳନା କରିଥିଲେ ଫରେଷ୍ଟର କାଳୀ ଚରଣ ମହାନ୍ତି ଓ ଫରେଷ୍ଟର ମାନସ କୁମାର ବେହେରା l

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ

ଅସ୍ତରଙ୍ଗ, ସବୁ ବର୍ଷ ପରି ଚଳିତ ବର୍ଷ ଓଡ଼ିଶାର ଦୀର୍ଘତମ ବେଳାଭୂମି ପୁରି ଜିଲ୍ଲା ଅସ୍ତରଙ୍ଗ ର ପିର ଯାହାନିଆଁ ବେଳାଭୂମି ରେ ସେପ୍ଟେମ୍ବର ମାସ ୨୦ତାରିଖ ଦିନ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ ପାଳ....

ଅ।ନ୍ତର୍ଜାତିକ ସମୁଦ୍ର କୂଳ ସଫେଇ କାର୍ଯ୍ୟକ୍ରମରେ¬ ଅଂଶ ଗ୍ରହଣ କଲା ଇର୍ଫାନ–ଅଣ୍ଡ-ବ୍ରଦର୍ସ

ପ୍ରତିବର୍ଷ ଭଳି ଚଳିତ ବର୍ଷ ପୁରୀ ଜିଲ୍ଲାର ବ୍ଲୁ-ଫ୍ଲାଗ ବିଚ୍ ପୁରୀ,କୋଣର୍କ –ଚନ୍ଦ୍ରଭାଗା ବେଳାଭୁମୀ ଓ ଅସ୍ତ­ରଙ୍ଗର ପୀର ଜାହାନିଅ। ବିଚ୍ ରେ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମକୁ ଅ।ୟୋଜନ କରିଥି....

କନ୍ୟାରତ୍ନକୁ ସମ୍ମାନ- ଜନ୍ମ ଦିନରେ ରକ୍ତଦାନ ଶିବିର କରି ସମାଜକୁ ଦେଲେ ନୂଅ। ବାର୍ତ୍ତା

  କାକଟପୁର ବ୍ଲକ ଅନ୍ତର୍ଗତ କୁଣ୍ଢେଇ ପଞ୍ଚାୟତର ପାଟପୁର ଗ୍ରାମର କୈଳାସ ଚନ୍ଦ୍ର ମୁଦୁଲିଙ୍କ ପୁତ୍ର-ବଧୂ ନିରଞ୍ଜନ ଓ ପାୟଲ ନିଜର ଏକମାତ୍ର କନ୍ୟା, ଆୟୁଶ୍ମତି ସାନଭି ସାଧିକାଙ୍କ ପ୍ରଥମ ବର୍ଷ କୁ ବେଶ ....

ଦେବୀ ଦ୍ବୀପାଞ୍ଚଳ ଅଞ୍ଚଳରେ ଶୋକ: ଗାଁମୁଖିଆ ବିଷ୍ଣୁ ଚରଣ ବିଶ୍ୱାଳଙ୍କ ଅକାଳ ବିୟୋଗ

ଦେବୀ ଦ୍ବୀପାଞ୍ଚଳ ଅଞ୍ଚଳରେ ଶୋକ: ଗାଁମୁଖିଆ ବିଷ୍ଣୁ ଚରଣ ବିଶ୍ୱାଳଙ୍କ ଅକାଳ ବିୟୋଗ ଅସ୍ତରଙ୍ଗ , ୧୦ ସେପ୍ଟେମ୍ବର: ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅନ୍ତର୍ଗତ ଦେବୀ ଦ୍ବୀପାଞ୍ଚଳ ଗ୍ରାମର ଜଣେ ଗଣପ୍ରିୟ ....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.